ଶାଶ୍ବତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ବରିଷ୍ଠ ଆଇ ଏ ଏସ ଅଧିକାରୀ ଶାଶ୍ବତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ। ଅର୍ଥ ବିଭାଗ ପ୍ରମୁଖ ସଚିବ ସହ ଇଡ୍‌କୋ ଅଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ବ ଦେଲେ ଓଡ଼ିଶା ସରକାର। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

powered by social2s