ପୁରୀ: ଆଜି ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଆଡ଼ପ ଦର୍ଶନ। ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗମଣ୍ଡପ ଶେଷ ପରେ ଦର୍ଶନ ବନ୍ଦ ରହିବ। ରାତି ୯ଟାରୁ ୨ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
powered by social2s