ଭୁବନେଶ୍ୱର: ଜୁଲାଇ ୪ରୁ ୬ ମଧ୍ୟରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇପାରେ ଲଘୁଚାପ। ୪ ତାରିଖ ଯାଏଁ ଉତ୍ତର ପଶ୍ଚିମରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି।
powered by social2s