ଆଜି ୬ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ଆଜି ସନ୍ଧ୍ୟା ୬ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ ରହିବ। ପ୍ରବେଶ ବନ୍ଦ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ହେବ। ପରେ ଶ୍ରୀଜୀଉଙ୍କର ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ କରାଯିବ।

powered by social2s