ଓଡ଼ିଶାରେ ବନ୍ୟା ସ୍ଥିତି ନାହିଁ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଓଡ଼ିଶାରେ ବନ୍ୟା ସ୍ଥିତି ନାହିଁ ବୋଲି ଜଳ ସମ୍ପଦ ବିଭାଗ ପକ୍ଷରୁ ଦିଆଯାଇଛି ସୂଚନା। ସୁବର୍ଣ୍ଣରେଖା ନଦୀରେ ପାଣି କମିଛି। କେଉଁ ବେସିନରେ ପାଣି ଅଧିକ ନାହିଁ। ତେଣୁ ସତର୍କ ସୂଚନା କେଉଁଠି ଦିଆଯାଇନାହିଁ। ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲା ଓ ଛତିଶଗଡ଼ ଛଡ଼ା କେଉଁଠି ବର୍ଷା ନାହିଁ।

powered by social2s