ପୁରୀ: ମହାପ୍ରଭୁ ଙ୍କ ବାହୁଡା଼ ଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି। ସୁରକ୍ଷା ଦୃଷ୍ଟିରୁ ୨୦୫ ପ୍ଲାଟୁନ ଫୋର୍ସ ମୁତୟନ ଅଛନ୍ତି। ଟ୍ରାଫିକ ନିୟନ୍ତ୍ରଣ ପାଇଁ ୫୦ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହୋଇଛନ୍ତି। ୨୧ଟି ସ୍ଥାନରେ ଗାଡ଼ି ପାର୍କିଂ ବ୍ୟବସ୍ଥା କରାଯାଇଛି। ଜୁଲାଇ ୮ ଯାଏ ପୁରୀ ବଡ଼ଦାଣ୍ଡ ନୋ ଫ୍ଲାଇଂ ଜୋନ୍ ଘୋଷଣା କରାଯାଇଛି।
powered by social2s