ଆଜି ଅଧରପଣା ନୀତି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ଆଜି ରଥ ଉପରେ ସଂପନ୍ନ ହେବ ଅଧରପଣା ନୀତି। ଠାକୁରଙ୍କ ଅଧର ଉଚ୍ଚର ହାଣ୍ଡିରେ ପଣା ଅର୍ପଣ କରାଯିବ। ପାର୍ଶ୍ବ ଦେବଦେବୀ ଓ ଚଣ୍ଡୀଚାମୁଣ୍ଡାଙ୍କୁ ଶାନ୍ତି ଅର୍ପଣ ପଣା କରାଯାଏ। ଅଧର ହାଣ୍ଡିକୁ ରଥ ଉପରେ ଭଙ୍ଗା ଯିବାର ବିଧି ରହିଛି। ଛେନା, କ୍ଷୀର, ସର, କଦଳୀ ଅନ୍ୟ ଦ୍ରବ୍ୟରେ ପ୍ରସ୍ତୁତ ହେବ ପଣା।

powered by social2s