ଅଗଷ୍ଟରେ ହେବ ରତ୍ନଭଣ୍ଡାର ଗଣତିମଣତି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ଅଗଷ୍ଟରେ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି। ରତ୍ନଭଣ୍ଡାର ମରାମତି ଶେଷ ହୋଇଛି। ମରାମତି ପରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରିଛି। ରତ୍ନ ଅଳଙ୍କାର ରଖିବା ପାଇଁ ନୂଆ ସିନ୍ଦୁକ ପ୍ରସ୍ତୁତ କରାଯାଇଛି। ଏହି ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

powered by social2s