ଭୁବନେଶ୍ୱର: ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ ଜାମିନ ଦେଲେ ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ କୋର୍ଟ। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ ଜାମିନ ମିଳିଥିବା ସୂଚନା। ଭୁବନେଶ୍ୱର ମହାନଗର ନିଗମ ( ବିଏମସି) ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ ଘଟଣାରେ ଗିରଫ ହୋଇଥିଲେ ଜଗନ୍ନାଥ।
powered by social2s

