ଟ୍ରଲରେକୁ ପଛରୁ ପିଟିଲା ବାଇକ, ଦୁଇ ମୃତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ଜରପଡା ଥାନା ତୁବେ ଛକରେ ଟ୍ରଲରେକୁ ପଛରୁ ପିଟିଲା ବାଇକ। ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ପୋଲିସ।

powered by social2s