ଜୁଲାଇ ୧୪ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଜୁଲାଇ ୧୪ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ମାଧ୍ୟମରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।

powered by social2s