ହାତୀ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦେଶ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ନାକଟିଦେଉଳ ହାତୀ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ପରେ ଭୁବନେଶ୍ବରରୁ ରେଢ଼ାଖୋଲ ଗଲା ଏକ ସ୍ବତନ୍ତ୍ର ଟିମ୍। ଗତକାଲି ହାତୀର ମୃତ୍ୟୁ ହୋଇଥିଲା।

powered by social2s