ଭୁବନେଶ୍ୱର: ଜୀବନ ଯୁଦ୍ଧରେ ହାରିଗଲେ ଛାତ୍ରୀ ସୌମ୍ୟାଶ୍ରୀ ବିଶି। ଏମ୍ସ ଭୁବନେଶ୍ୱରରେ ଚିକିତ୍ସାଧୀନ ଅବସ୍ଥାରେ ତ୍ୟାଗ କଲେ ଶେଷ ନିଃଶ୍ବାସ | ଗତ ଶନିବାର ଦିନ ଆତ୍ମାହୁତି ଉଦ୍ୟମ କରିଥିଲେ ଛାତ୍ରୀ ସୌମ୍ୟାଶ୍ରୀ | ସୌମ୍ଯାଶ୍ରୀଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କଲେ ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଲେ ଯେ, ଛାତ୍ରୀଙ୍କ ପରିବାର ଲୋକଙ୍କ ସହ ସରକାର ଦୃଢ଼ ଭାବରେ ଛିଡ଼ା ହୋଇଛନ୍ତି, ଦୋଷୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ।
powered by social2s

