ଭୁବନେଶ୍ୱର : ଜୁଲାଇ ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ। ବାଲେଶ୍ୱର ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣାର ନ୍ୟାୟିକ ତଦନ୍ତ ଦାବିରେ ବନ୍ଦ ପାଳନ ପାଇଁ ନିଷ୍ପତି ନିଆଯାଇଛି। ବନ୍ଦ ରହିବ ସ୍କୁଲ, କଲେଜ, ଦୋକାନ, ବଜାର ଓ ଗାଡ଼ି ଚଳାଚଳ। ଏହି ସୂଚନା ଦେଇଛନ୍ତି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ।
powered by social2s

