ଭୁବନେଶ୍ୱର: ଆତ୍ମହତ୍ୟା ଉଦ୍ୟମ ପରେ ଚିକିତ୍ସା ସମୟରେ ପ୍ରାଣ ହରାଇଥିବା ସୌମ୍ୟାଶ୍ରୀ ବିଶିଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏମ୍ସ ଭୁବନେଶ୍ୱରରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ ସୌମ୍ୟାଶ୍ରୀ। ବାଲେଶ୍ୱର ଜିଲ୍ଲାରେ ଥିବା ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଜଣେ ପ୍ରଫେସର ନିର୍ଯାତନା ଦେଉଥିବା ଅଭିଯୋଗ କରିଥିଲେ ସୌମ୍ୟାଶ୍ରୀ।
powered by social2s

