୧୩ଟି ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟ୍‌ରେ ମୋହର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଓଡ଼ିଶା କ୍ୟାବିନେଟ୍‌ ପକ୍ଷରୁ ୧୧ଟି ବିଭାଗର ୧୩ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୟୂରଭଞ୍ଜର ରାଇରଙ୍ଗପୁରରେ ଏକ ନୂତନ ପୋଲିସ ଜିଲ୍ଲା ଖୋଲିବ। ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମକୁ ଅନୁମୋଦନ ମିଳିଛି। ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ ପାଇଁ ସୃଷ୍ଟି ହେବ ୪,୧୯୫ ପୋଷ୍ଟ। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ମାସିକ ହଷ୍ଟେଲ୍ ଫି' ୨ ହଜାର ଟଙ୍କା ଛାଡ଼ ନିଷ୍ପତ୍ତି ସମୃଦ୍ଧ ସହର ଯୋଜନାକୁ ରାଜ୍ୟ କ୍ୟାବିନେଟରେ ଅନୁମୋଦନ ମିଳିଛି। ସମୃଦ୍ଧ ସହର ଯୋଜନା ପାଇଁ ୪, ୮୭୯.୩୦ କୋଟି ବ୍ୟୟ ଅଟକଳ କରାଯାଇଛି। ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନରେ ସମୃଦ୍ଧ ସହର ଯୋଜନା ସହାୟକ ହେବ।

powered by social2s