ଡାକ୍ତରଙ୍କୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଯାଜପୁର ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଥିଲେ ଡାକ୍ତର ରାଉତ। ପୂର୍ବରୁ ଡାକ୍ତରଙ୍କ ନାଁରେ କଟକ ଭିଜିଲାନ୍ସ ରୁଜୁ କରିଥିଲା ମାମଲା। ଭିଜିଲାନ୍ସ କୋର୍ଟ ପକ୍ଷରୁ ରାୟ ପ୍ରକାଶ ପାଇ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି।

powered by social2s