ବଲାଙ୍ଗିର: ବଲାଙ୍ଗୀର ଜିଲ୍ଲା ସିନଖମନ ଗାଁରେ ଦେଶୀ ମଦ ଭାଟିର କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ ୪ ଦୁର୍ବୃତ୍ତ। ମୃତକ ହେଲେ ବିହାରର ଶାରଦା ଯାଦବ। ଗୁରୁତର ଅବସ୍ଥାରେ ଶାରଦାଙ୍କୁ ମେଡିକାଲ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା। ପୂର୍ବ ଶତ୍ରୁତାରୁ ହତ୍ୟା କରାଯାଇଥିବା ସନ୍ଦେହ କରୁଛନ୍ତି ସ୍ଥାନୀୟ ଲୋକେ।
powered by social2s

