ଗନ୍ଧମାର୍ଦ୍ଦନ ପାହାଡ଼ ଉପରେ ଫସିଥିବା ୧୭ ଛତିଶଗଡ଼ି ପର୍ଯ୍ୟଟକ ଉଦ୍ଧାର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପଦ୍ମପୁର: ବରଗଡ଼ ଜିଲ୍ଲା ପାଇକମାଳରେ ଥିବା ଗନ୍ଧମାର୍ଦ୍ଦନ ପାହାଡ଼ ଉପରେ ଫସିଥିବା ୧୭ ଛତିଶଗଡ଼ି ପର୍ଯ୍ୟଟକ ଉଦ୍ଧାର ହୋଇଥିବା ସୂଚନା। ପ୍ରବଳ ବର୍ଷା ଯୋଗୁଁ ପାହାଡ଼ ଉପରେ ଫସି ଯାଇଥିଲେ ପର୍ଯ୍ୟଟକ। ନୃସିଂହନାଥଠାରୁ ୫ କି.ମି ଦୂର କପିଳଧାରା ଜଳପ୍ରପାତ ନିକଟରେ ଫସି ଯାଇଥିଲେ। ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କରାଯାଇଛି।

powered by social2s