ସମ୍ବଲପୁର: ଶାଲିମାର-ସମ୍ୱଲପୁର ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ ହୋଇଛି। ସମ୍ୱଲପୁର ସିଟି ଷ୍ଟେସନ ନିକଟରେ ଲାଇନଚ୍ୟୁତ ହୋଇଥିବା ପୂର୍ବତଟ ରେଲଓ୍ୱେ ପକ୍ଷରୁ ସୂଚନା ମିଳିଛି। ସକାଳ ୯ଟା ୧୮ରେ ଜେନେରାଲ୍ କୋଚର ଗୋଟିଏ ବଗି ହୋଇଛି ଲାଇନଚ୍ୟୁତ। ଭୁବନେଶ୍ୱରରୁ ସମ୍ୱଲପୁର ଯାଉଥିବା ବେଳେ ସମ୍ୱଲପୁର ସିଟି ଷ୍ଟେସନ ପୂର୍ବରୁ ଲାଇନଚ୍ୟୁତ ହୋଇଥିବା ଜଣାପଡିଛି।
powered by social2s

