ଆଉ ୪ଟି ଗେଟ୍ ଖୋଲିଲା ହୀରାକୁଦ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ସମ୍ୱଲପୁର: ପୁଣି ଖୋଲିଲା ସମ୍ବଲପୁର ଜିଲ୍ଲାରେ ଥିବା ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ୍। ଏବେ ମୋଟ୍ ୧୨ଟି ସ୍ଲୁଇସ୍‌ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଛି। ବାମ ପାର୍ଶ୍ୱର ୮ଟି ଓ ଡାହାଣ ପାର୍ଶ୍ୱର ୪ଟି ସ୍ଲୁଇସ୍‌ ଗେଟ୍ ଖୋଲାଯାଇଛି ।

powered by social2s