ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିର ପ୍ରବେଶ କଲେ ଯୁବକ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ହିଡେନ୍ କ୍ୟାମେରା ନେଇ ପୁରୀ ଶ୍ରୀମନ୍ଦିରକୁ ପ୍ରବେଶ କଲେ ଜଣେ ଯୁବକ। ଚଷମାରେ ହିଡେନ୍‌ କ୍ୟାମେରା ଲେନ୍ସ ଲଗାଇ ଯାଇଥିଲେ ଯୁବକ। ବେହରଣ ଦ୍ବାର ନିକଟରେ ସନ୍ଦେହ ହେବାରୁ ଅଟକାଇଲା ପୋଲିସ। ଯୁବକ ଜଣକ ପୁରୀ ଗଜପତି ନଗରର ହୋଇଥିବା ସୂଚନା।

powered by social2s