ସରକାରୀ କାର୍ଯ୍ୟାଳୟରେ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ଉପରେ କଟକଣା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ସରକାରୀ କାର୍ଯ୍ୟାଳୟରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ଉପରେ ଲାଗିଲା କଟକଣା। ଏନେଇ ଓଡ଼ିଶା ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କୁ ସବୁ ବିଭାଗ ସଚିବଙ୍କ ଚିଠି କରାଯାଇଛି। ସରକାରୀ ବୈଠକ, ସଭାସମିତିରେ ପ୍ଲାଷ୍ଟିକ ଜରି ଲାଗିଥିବା ଫୁଲତୋଡ଼ା ଉପରେ ଲାଗିଲା କଟକଣା। ପ୍ଲାଷ୍ଟିକ ଉପହାର, ପ୍ଲାଷ୍ଟିକ ଖାଦ୍ୟ ପୁଡିଆ ଓ ପ୍ଲେଟ୍ ବ୍ୟବହାର ଉପରେ ବି କଟକଣା ଲାଗିଥିବା ସୂଚନା।

powered by social2s