ଆସନ୍ତାକାଲି ଖୋଲିବ ଭିତରକନିକା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କେନ୍ଦ୍ରାପଡ଼ା: ଆସନ୍ତାକାଲିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ କେନ୍ଦ୍ରାପଡ଼ା ଜିଲ୍ଲାରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ। ଗତ ମେ’ ୧ରୁ ଆଜି ପର୍ଯ୍ୟନ୍ତ ଦୀର୍ଘ ୩ ମାସ ବନ୍ଦ ରହିଛି ଭିତରକନିକା। ବିରଳ ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ବନ୍ଦ ଥିଲା ଭିତରକନିକା ।

powered by social2s