ଭୁବନେଶ୍ୱର: ସେପ୍ଟେମ୍ବର ୯ ତାରିଖରେ ହେବ ଉପରାଷ୍ଟ୍ରପତି ନିର୍ବାଚନ। ଆସନ୍ତା ୭ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି। ଅଗଷ୍ଟ ୨୧ ନାମାଙ୍କନର ଶେଷ ତାରିଖ। ଅଗଷ୍ଟ ୨୫ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷଦିନ। ଆବଶ୍ୟକ ହେଲେ ସେପ୍ଟେମ୍ବର ୯ରେ ହେବ ନିର୍ବାଚନ। ସେପ୍ଟେମ୍ବର ୯ରେ ସକାଳ ୧୦ରୁ ସଂଧ୍ୟା ୫ ଯାଏଁ ହେବ ଭୋଟ୍ ଗ୍ରହଣ। ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ପଦବୀ।
powered by social2s

