ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦାର ରାମଚନ୍ଦ୍ରପୁର ଗାଁରେ ହାତୀ ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।ମୃତକ ହେଲେ ପଞ୍ଚାନନ ପାଣିଗ୍ରାହୀ ଓ ସୁଆଗି ସେଠୀ।ମହୁଲ ପାଇଁ ଯାଇଥିବା ବେଳେ ହାତୀ ଆକ୍ରମଣ କରିଥିବା ଜଣାପଡିଛି।
powered by social2s