ଅପାରଗ କର୍ମଚାରୀଙ୍କୁ ଦିଆଯିବ ବାଧ୍ୟତାମୂଳକ ଅବସର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ଵର: ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ କାର୍ଯ୍ୟର ତଥ୍ୟ ମାଗିଲେ ମୁଖ୍ୟ ସଚିବ ମନୋଜ ଆହୁଜା। ସଚିବସ୍ତରୀୟ ବୈଠକ ନିଷ୍ପତ୍ତିକୁ କେତେ କାର୍ଯ୍ୟକାରୀ କରିଛନ୍ତି ତଥ୍ୟ ମାଗିଲେ। ଅଗଷ୍ଟ ୭ ତାରିଖ ସୁଦ୍ଧା ସମସ୍ତ ତଥ୍ୟ ସରକାରଙ୍କୁ ଦେବାକୁ ଦେଇଛନ୍ତି ନିର୍ଦ୍ଦେଶ । ଅଧିକାରୀ ଏବଂ କର୍ମଚାରୀଙ୍କ କାର୍ଯ୍ୟଶୈଳୀର ସମୀକ୍ଷା କରାଯିବ। ସରକାରଙ୍କ ନିୟମ ଅନୁଯାୟୀ କାର୍ଯ୍ୟ କରୁନଥିଲେ, ଅବସର ଦିଆଯିବ। ଅପାରଗ ବିବେଚିତ କରି ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବ ।

powered by social2s