ଭୁବନେଶ୍ୱର: ଆଜିଠୁ ଓଡ଼ିଶାରେ ବଦଳିବ ପାଗ। ଅସହ୍ୟ ଗରମ ଓ ଗୁଳୁଗୁଳିରୁ ମିଳିବ ଆଶ୍ୱସ୍ତି। ଆସନ୍ତା ୨୪ ଘଣ୍ଟାରେ ସାରା ରାଜ୍ୟରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି।
powered by social2s

