ଓଡ଼ିଶାରେ ଗୋ ହତ୍ୟା ସଂପୂର୍ଣ୍ଣ ନିଷେଧ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ଵର: ଓଡ଼ିଶାରେ ଗୋ ହତ୍ୟା ସଂପୂର୍ଣ୍ଣ ନିଷେଧ । ଏନେଇ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କଲେ ରାଜ୍ୟ ସରକାର। ପ୍ରଚଳିତ ଆଇନ ଅନୁସାରେ ଓଡ଼ିଶାରେ ସଂପୂର୍ଣ୍ଣ ନିଷେଧ ହୋଇଥିବା ଜଣାପଡ଼ିଛି। ଓଡ଼ିଶା ଗୋ ହତ୍ୟା ନିରୋଧ ଆଇନ ଅନୁସାରେ ନିଷେଧ ସରକାରଙ୍କ ତରଫରୁ ଦାଖଲ ସତ୍ୟପାଠରେ ଉଲ୍ଲେଖ ରହିଛି। ଏକ ଜନସ୍ବାର୍ଥ ମାମଲାର ଶୁଣାଣି ବେଳେ ଜଣାଇଲେ ସରକାର।

powered by social2s