ଭୁବନେଶ୍ୱର: ସ୍ବାଧୀନତା ଦିବସରେ ଭୁବନେଶ୍ବରରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦୁଝରରେ ପତାକା ଉତ୍ତୋଳନ କରିବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଓ କଟକରେ ପତାକା ଉତ୍ତୋଳନ ସମାରୋହରେ ଯୋଗଦେବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସମ୍ବଲପୁର- ସୁରେଶ ପୂଜାରୀ, ବଲାଙ୍ଗିର- ରବି ନାଏକ କଳାହାଣ୍ଡି- ନିତ୍ୟାନନ୍ଦ ଗଣ୍ଡ, କନ୍ଧମାଳ- କୃଷ୍ଣଚନ୍ଦ୍ର ପାତ୍ର ପୁରୀ- ପୃଥ୍ବୀରାଜ ହରିଚନ୍ଦନ, ସୁନ୍ଦରଗଡ଼- ମୁକେଶ ମହାଲିଙ୍ଗ ଗଜପତି-ବିଭୂତି ଭୂଷଣ ଜେନା, ଭଦ୍ରକ- କୃଷ୍ଣଚନ୍ଦ୍ର ମହାପାତ୍ର, ନବରଙ୍ଗପୁର- ଗଣେଶ ରାମ ସିଂଖୁଣ୍ଟିଆ, ସୁବର୍ଣ୍ଣପୁର- ସୂର୍ଯ୍ୟବଂଶୀ ସୂରଜ, ଅନୁଗୁଳ- ପ୍ରଦୀପ ବଳସାମନ୍ତ, ରାୟଗଡ଼ା- ଗୋକୁଳାନନ୍ଦ ମଲ୍ଲିକ୍ ମୟୂରଭଞ୍ଜରେ ପତାକା ଉତ୍ତୋଳନ କରିବେ ସମ୍ପଦ ଚନ୍ଦ୍ର ସ୍ବାଇଁ।
powered by social2s

