ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଧମକପୂର୍ଣ୍ଣ ଲେଖା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ପୁରୀ ଶ୍ରୀମନ୍ଦିର ଦକ୍ଷିଣ ପାର୍ଶ୍ବ ପରିକ୍ରମା ମାର୍ଗରେ ଧମକପୂର୍ଣ୍ଣ ଲେଖା ଦେଖିବାକୁ ମିଳିଛି। ପରିକ୍ରମା ମାର୍ଗ ବାଲିସାହି ପ୍ରବେଶପଥର ଏକ ମନ୍ଦିର କାନ୍ଥରେ ଧମକପୂର୍ଣ୍ଣ ଲେଖା। ଆତଙ୍କବାଦୀ ଆକ୍ରମଣ ନେଇ ଦୁଇଟି ସ୍ଥାନରେ ଧମକପୂର୍ଣ୍ଣ ଲେଖା ଦେଖିବାକୁ ମିଳିଛି। ଲାଗିଥିବା ଏକାଧିକ ଡେକୋରେଟିଭ୍ ଲାଇଟ୍‌ ମଧ୍ୟ ଭାଙ୍ଗି ଦେଇଛନ୍ତି ଦୁର୍ବୃତ୍ତ।

powered by social2s