ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ସୂଚନା। ୨୪ ଘଣ୍ଟାରେ ଲଘୁଚାପ ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି। କ୍ରମଶଃ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୪୮ ଘଣ୍ଟାରେ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ।

powered by social2s