ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୁଳସ୍ଥ ସମୁଦ୍ର ମଧ୍ୟରେ ରହିଛି ଲଘୁଚାପ କ୍ଷେତ୍ର। ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବା ସମ୍ଭାବନା ରହିଛି।
powered by social2s