ଭୁବନେଶ୍ୱର: ଆଜି ମାଲକାନଗିରି ଓ ନବରଙ୍ଗପୁରରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଅଙ୍ଗନବାଡ଼ି ସହ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଅତିପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଥିବାରୁ ସ୍କୁଲ ଛୁଟି ନିଷ୍ପତି ନିଆଯାଇଛି। ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ରେଡ୍ ୱାର୍ଣ୍ଣିଂ ଜାରି କରିଛି।
powered by social2s

