ଅଗଷ୍ଟ ୨୯ ନୂଆଁଖାଇ ଛୁଟି ଘୋଷଣା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଓଡ଼ିଶାରେ ଅଗଷ୍ଟ ୨୯ ତାରିଖରେ ହେବ ନୂଆଁଖାଇ ଛୁଟି। ପବିତ୍ର ନୂଆଁଖାଇ ଅବସରରେ ରାଜ୍ୟ ସରକାର ଆସନ୍ତା ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି । ଏହି ପରିପ୍ରେକ୍ଷୀରେ ଅଗଷ୍ଟ ୨୯ ତାରିଖ ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ବନ୍ଦ ରହିବ । ସମସ୍ତ ସରକାରୀ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ।

powered by social2s