ପୁରୁଷୋତ୍ତମ ଏକ୍ସପ୍ରେସରୁ ମିଳିଲା ଯୁବକଙ୍କ ମୃତଦେହ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଭୁବନେଶ୍ୱରରେ ପୁରୁଷୋତ୍ତମ ଏକ୍ସପ୍ରେସରୁ ମିଳିଲା ଜଣେ ଯୁବକଙ୍କ ମୃତଦେହ। ଭୁବନେଶ୍ବର ଷ୍ଟେସନ ନିକଟରେ ଟ୍ରେନ୍ ଶୌଚାଳୟରୁ ମିଳିଲା ମୃତଦେହ। ଶୌଚାଳୟ ସଫେଇ ବେଳେ ମୃତଦେହ ଠାବ ହୋଇଛି।

powered by social2s