ନୂଆଦିଲ୍ଲୀ: ମନ୍ କି ବାତ୍ କାର୍ଯ୍ୟକ୍ରମରେ ଓଡ଼ିଆ ଝିଅ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରଶ୍ମିତା ସାହୁଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ। ୱାଟର ସ୍ପୋର୍ଟସରେ ଭାଗ ନେଇଥିବା ରଶ୍ମିତାଙ୍କୁ ପ୍ରଶଂସା କଲେ ମୋଦି। ଶ୍ରୀନଗରରେ ଆୟୋଜିତ ହୋଇଥିଲା ୱାଟର ସ୍ପୋର୍ଟସ। ନୌଚାଳନାରେ ଭାଗ ନେଇ ୨ଟି ସ୍ବର୍ଣ୍ଣ ପଦକ ଜିତିଛନ୍ତି ରଶ୍ମିତା। କିପରି କ୍ରୀଡ଼ା ଜୀବନ ଆରମ୍ଭ କଲେ, କଣ ସଂଘର୍ଷ ଥିଲା ପଚାରିଲେ ପ୍ରଧାନମନ୍ତ୍ରୀ।
powered by social2s

