ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଆଗାମୀ ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ। ଲଘୁଚାପ ପ୍ରଭାବରେ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଲାଗି ରହିବ ପ୍ରବଳ ବର୍ଷା। ଆଜି ସକାଳୁ ଭୁବନେଶ୍ୱର ଓ କଟକରେ ଲାଗି ରହିଛି ଘଡ଼ଘଡ଼ି ସହ ପ୍ରବଳ ବର୍ଷା। ବିଭିନ୍ନ ଅଞ୍ଚଳରେ ବର୍ଷା ପାଣି ଜମିବାରୁ ଯାତାୟାତ ବାଧାପ୍ରପ୍ତ ହୋଇଛି।

powered by social2s