ଭଦ୍ରକ: ଭଦ୍ରକ ଜିଲ୍ଲା ଆରଡ଼ି ପୀଠରେ ଚନ୍ଦ୍ରଗ୍ରହଣ ନୀତି ଚୂଡ଼ାନ୍ତ ହୋଇଛି। ସେପ୍ଟେମ୍ବର ୭ ତାରିଖ ମଧ୍ୟାହ୍ନ ୧୨ଟା ସୁଦ୍ଧା ଦେବନୀତି ସମ୍ପନ୍ନ ହେବ। ଅପରାହ୍ନ ୧ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଗ୍ରହଣ ସର୍ବମୋକ୍ଷ ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
powered by social2s