ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ପୁରୀ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ଆଜି ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏ ସାଧାରଣ ଦର୍ଶନ ବନ୍ଦ। ବାମନଙ୍କ ସୁବର୍ଣ୍ଣ ପ୍ରତିମାରେ ପାଳନ ହୁଏ ବାମନ ଜନ୍ମ ନୀତି।

powered by social2s