ସମ୍ବଲପୁର: କମୁଛି ସମ୍ବଲପୁର ଜିଲ୍ଲାରେ ଥିବା ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ରହିଛି ୬୨୬.୪୧ ଫୁଟ୍। ଡ୍ୟାମ୍ର ୨୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ପ୍ରବେଶ କରୁଛି ୩ ଲକ୍ଷ ୮୬ ହଜାର ୨୮ କ୍ୟୁସେକ ଜଳ। ନିଷ୍କାସନ ହେଉଛି ୪ ଲକ୍ଷ ୨୪ ହଜାର ୧୪୭ କ୍ୟୁସେକ ଜଳ ।
powered by social2s