ଭୁବନେଶ୍ୱର: ଭୁବନେଶ୍ୱର ବାଣୀବିହାର ଉତ୍କଳ ବିଶ୍ଵବିଦ୍ୟାଳୟରୁ ଅଣଛାତ୍ରଙ୍କୁ ବାହାର କରିବା ପାଇଁ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।-ଉତ୍କଳ ବିଶ୍ବବିଦ୍ୟାଳୟର ୧,୨,୩ ଓ ୫ ନମ୍ବର ହଷ୍ଟେଲରେ ବ୍ୟାପକ ଯାଞ୍ଚ କରାଯାଉଛି। ପୋଲିସ୍ ଉପସ୍ଥିତିରେ ବନ୍ଦ ଥିବା ହଷ୍ଟେଲ ରୁମ୍ ତାଲା ଭାଙ୍ଗି ଯାଞ୍ଚ କରୁଛନ୍ତି କର୍ତ୍ତୃପକ୍ଷ। ତାଲା ଭାଙ୍ଗି ବାହାରକୁ ଆସବାବପତ୍ର ନେଲେ କର୍ତ୍ତୃପକ୍ଷ। କ୍ୟାମ୍ପସରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ ହୋଇଥିବା ସୂଚନା।
powered by social2s

