ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ କରଯାଇଛି। ଭିତର କାଠ ନିକଟରେ ଛେପ ପଡ଼ିଥିବାରୁ ହୋଇଛି ବଡ଼ ମହାସ୍ନାନ । ମହାସ୍ନାନ ନୀତି ପାଇଁ ଘଣ୍ଟାଏ ବନ୍ଦ ରହିଥିଲା ଦର୍ଶନ । ଅବକାଶ ପୂଜା ସମୟରେ ବଡ଼ ମହାସ୍ନାନ କରାଯାଇଥିବା ସୂଚନା ଦେଲା ଶ୍ରୀମନ୍ଦିର ପ୍ରଶାସନ ।

powered by social2s