ଭୁବନେଶ୍ୱର: ଭୁବନେଶ୍ବର ରେଳ ଷ୍ଟେସନରରୁ ତୀର୍ଥଯାତ୍ରୀ ଯୋଜନାର ଶୁଭାରମ୍ଭ ହୋଇଛି। ବରିଷ୍ଠ ନାଗରିକଙ୍କ ପାଇଁ ଓଡ଼ିଶା ସରକାରଙ୍କ ତରଫରୁ ତୀର୍ଥଯାତ୍ରୀ ଯୋଜନା ଆରମ୍ଭ କରାଯାଇଛି। ୨୦୦ରୁ ଅଧିକ ବରିଷ୍ଠ ନାଗରିକଙ୍କୁ ନେଇ ଗଡ଼ିଲା ଟ୍ରେନ।
powered by social2s