ନୂଆପଡ଼ା: ଆଜି ସକାଳୁ ବଜ୍ରାଘାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ନୂଆପଡ଼ା ଜିଲ୍ଲା ବୋଡେନ୍ ଥାନା ଡୁର୍କାମୁଣ୍ଡା ଗାଁରେ ବଜ୍ରାଘାତ ଘଟିଛି । ଚାଷ ଜମିକୁ ଯାଇଥିବା ବେଳେ ବଜ୍ରାଘାତର ଶିକାର ହୋଇଥିଲେ।
powered by social2s