ଭୁବନେଶ୍ବରରେ ହେବ ଆଦର୍ଶ ଗୋଶାଳା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଭୁବନେଶ୍ବରରେ ୪୦ କୋଟି ବ୍ୟୟରେ ନିର୍ମାଣ ହେବ ଆଦର୍ଶ ଗୋଶାଳା। ଏହି ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ମନ୍ତ୍ରୀ କହିଲେ ଯେ ଭୁବନେଶ୍ଵରବୁଲା ଗୋରୁଙ୍କୁ ସେଠାରେ ରଖାଯିବ, ଜମି ଚିହ୍ନଟ ସରିଛି। ଗୋରୁଙ୍କ ଗୋବର, ମୂତ୍ରରୁ ବିଭିନ୍ନ ପ୍ରଡକ୍ଟ ବାହାର କରାଯିବ। ସହରାଞ୍ଚଳ ରାଜରାସ୍ତାରୁ ଗୋରୁଙ୍କୁ ହଟାଇବା ପାଇଁ ୫ଟି ସ୍ଥାନରେ ଗୋଶାଳା ହେଉଛି।

powered by social2s