ଭୁବନେଶ୍ବର: ମହାନଦୀ ତଟ ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁମୋଦନ ମିଳିଛି। ତିନି ବର୍ଷରେ ଖର୍ଚ୍ଚ ହେବ ୨୪୦ କୋଟି ଟଙ୍କା। ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠିରୁ ଖର୍ଚ୍ଚହେବ ଟଙ୍କା। ସମ୍ବଲପୁର ମନ୍ଦଲିଆରୁ ଚାଉଁରପୁର ପର୍ଯ୍ୟନ୍ତ ତଟ ବିକାଶ ପାଇଁ ଖର୍ଚ୍ଚ ହେବ ୧୬୦ କୋଟି ଟଙ୍କା। ଭୁବନେଶ୍ୱର ପାଣ୍ଡରା ନିକଟ କୂଆଖାଇ ଓ କୁଶଭଦ୍ରା ତଟ ବିକାଶ ପାଇଁ ଖର୍ଚ୍ଚ ହେବ ୮୦ କୋଟି ।
powered by social2s

