ଭୁବନେଶ୍ୱର: ଭାରତର ୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ୍। ରାଷ୍ଟ୍ରପତି ଭବନରେ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଛି। ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ଥିବା ସୂଚନା।
powered by social2s