ଭୁବନେଶ୍ବର: ଆଇଏଏସ୍ ସ୍ତରରେ ଅଦଳବଦଳ କଲେ ଓଡ଼ିଶା ସରକାର। ବିଜୟ ଅମୃତ କୁଲାଙ୍ଗେଙ୍କୁ ମିଳିଲା ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ଦାୟିତ୍ବ। ଅଞ୍ଜନା ପଣ୍ଡାଙ୍କୁ ଆୟୁଷ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି । ପ୍ରେମଜିତ୍ ନାୟକ ହେଲେ ଏସ୍ସି/ ଏସ୍ଟି ଓ ପଛୁଆବର୍ଗ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ। ପି. ଅନ୍ୱେଷା ରେଡ୍ଡୀଙ୍କୁ ଆଇଜିଆର କଟକର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।
powered by social2s

