ସେପ୍ଟେମ୍ବର ୨୭ ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ସେପ୍ଟେମ୍ବର ୨୭ ତାରିଖରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ ଏକ ଯୁବ ସମାବେଶରେ ସାମିଲ ହୋଇପାରନ୍ତି ପ୍ରଧାନମନ୍ତ୍ରୀ। ୨୦୨୪ ସାଧାରଣ ନିର୍ବାଚନ ବେଳେ ବ୍ରହ୍ମପୁର ଆସିଥିଲେ ପ୍ରଧାନମନ୍ତ୍ରୀ ମୋଦି। ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଏହି ଯୁବ ସମାବେଶର ଆୟୋଜନ କରାଯାଉଛି।

powered by social2s